କନକ ବ୍ୟୁରୋ: ଲୋକପ୍ରିୟ ଭୋଜପୁରୀ ଅଭିନେତ୍ରୀଙ୍କୁ ହତ୍ୟା ଧମକ। ଫୋନ୍ କଲ କରି ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ । ୨ ଦିନ ମଧ୍ୟରେ ଟଙ୍କା ନଦେଲେ ଜୀବନରୁ ମାରି ଦେବାକୁ ଧମକ ଦେଇଛନ୍ତି ଦୁର୍ବୃତ୍ତ । ନେବିହାର ଦାନେପୁର ଥାନାରେ ଏନେଇ ଲିଖିତ ଅଭିଯୋଗ କରିଛନ୍ତି ଅଭିନେତ୍ରୀ।
ଅଭିନେତ୍ରୀଙ୍କୁ ହତ୍ୟା ଧମକ ; ୫୦ ଲକ୍ଷ ଟଙ୍କାର ନଦେଲେ ଜୀବନରୁ ମାରିଦେବାକୁ ଧମକପୂର୍ଣ୍ଣ କଲ
ଲୋକପ୍ରିୟ ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂହଙ୍କୁ ହତ୍ୟା ଧମକ ।୨ ଦିନରେ ୫୦ ଲକ୍ଷ ଟଙ୍କା ନଦେଲେ ଜୀବନରୁ ମାରିଦେବାକୁ ଆସିଲା ଧମକପୂର୍ଣ୍ଣ କଲ୍ । ଥାନାର ଦ୍ବାରସ୍ଥ ହେଲେ ଅକ୍ଷରା ।
/kanak/media/media_files/2024/11/13/esDcElitxiYW2ull3Ekm.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)