କନକ ବ୍ୟୁରୋ: ଲୋକପ୍ରିୟ ଭୋଜପୁରୀ ଅଭିନେତ୍ରୀଙ୍କୁ ହତ୍ୟା ଧମକ। ଫୋନ୍ କଲ କରି ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ । ୨ ଦିନ ମଧ୍ୟରେ ଟଙ୍କା ନଦେଲେ ଜୀବନରୁ ମାରି ଦେବାକୁ ଧମକ ଦେଇଛନ୍ତି ଦୁର୍ବୃତ୍ତ । ନେବିହାର ଦାନେପୁର ଥାନାରେ ଏନେଇ ଲିଖିତ ଅଭିଯୋଗ କରିଛନ୍ତି ଅଭିନେତ୍ରୀ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us