କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ କିରାଣୀ। ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର କିରାଣୀ ପ୍ରଦୀପ ଦାସଙ୍କ ଘରେ ଚଢାଉ। ଏକା ସାଙ୍ଗରେ ୬ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ। ପ୍ରଦୀପଙ୍କ ଘର ସମେତ ଶେରଗଡ ଛକ ସ୍ଥିତ ମାର୍କେଟ କମ୍ପ୍ଲେକ୍ସରେ ଭିଜିଲାନ୍ସ ଚଢାଉ କରିଛି। ନୂଆ କରି ତିଆରି ହୋଇଥିବା ପ୍ରଦୀପଙ୍କ ମାର୍କେଟ କମ୍ପ୍ଲେକ୍ସରେ ଭିଜିଲାନ୍ସ ଟିମ ଚଢାଉ କରିଛି। ଏହି ଭିଜିଲାନ୍ସର ୬ ଜଣିଆ ଟିମ ରେଡରେ ସାମିଲ ଅଛନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us