ପ୍ରଦୀପ ଜେନାଙ୍କୁ ନୂଆ ଦାୟିତ୍ୱ; OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

Advertisment

ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହା ପୂର୍ବରୁ ସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇ ସାରିଛନ୍ତି ।

ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହା ପୂର୍ବରୁ ସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇ ସାରିଛନ୍ତି ।

Pradeep Jena

Photograph: (KANAK NEWS)

କନକ ବ୍ୟୁରୋ : OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହା ପୂର୍ବରୁ ସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇ ସାରିଛନ୍ତି । ସୁରେଶ ମହାପାତ୍ରଙ୍କ ପରେ ଖାଲି ପଡ଼ିଥିଲା ଏହି ପଦ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe