ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା । ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ମିଳିଲା କ୍ୟାବିନେଟ ପାହ୍ୟା । ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ମିଳିଲା କ୍ୟାବିନେଟ ପାହ୍ୟା । ପୂର୍ବତନ ଡିଜିପି ଅବସରପ୍ରାପ୍ତ ଆଇପିଏସ୍ ହେଉଛନ୍ତି ପ୍ରକାଶ ମିଶ୍ର । ସେହିପରି ମଧୁ ପାଢୀ ହେଲେ ରାଜ୍ୟ ନିର୍ବାଚନ କମିଶନର।
ଶୀର୍ଷ ପ୍ରଶାସନିକ ଅଧିକାରୀରୁ ନେତା ହୋଇଥିବା ପୂର୍ବତନ ସିଆରପିଏଫ ମହାନିର୍ଦ୍ଦେଶକ ପ୍ରକାଶ ମିଶ୍ରଙ୍କ ଇଂରାଜୀ ପୁସ୍ତକ ‘କମେଡି ଇନ୍ ଖାକି’ ଲୋକାର୍ପିତ ହେବା ପରେ ଏ ନେଇ ଚର୍ଚ୍ଚା ଏବଂ ରାଜନୈତିକ ବୟାନବାଜି ଆରମ୍ଭ ହୋଇଥିଲା । ୨୦୧୯ରେ ବିଜେପି ଦଳରୁ ନିର୍ବାଚନ ମଧ୍ୟ ଲଢିଥିଲେ ପ୍ରକାଶ ମିଶ୍ର ।