ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ନଭେମ୍ବର ୧୫ ସୁଦ୍ଧା ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି

Advertisment

ଆସନ୍ତାବର୍ଷର ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ। ନଭେମ୍ବର ୧୫ ସୁଦ୍ଧା ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି କ୍ୟାମେରା । ଯେଉଁଠି ସିସିଟିଭି କାର୍ଯ୍ୟକ୍ଷମ ହେଉ ନାହିଁ ତାହାକୁ ମରାମତି କରାଯିବ । ପ୍ରଶ୍ନପତ୍ର ପହଞ୍ଚିବା କ୍ଷଣି ତାହାକୁ କ୍ୟାମେରା ମାଧ୍ୟମରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

67

କନକବ୍ୟୁରୋ: ଆସନ୍ତାବର୍ଷର ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ। ନଭେମ୍ବର ୧୫ ସୁଦ୍ଧା ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି କ୍ୟାମେରା । ଯେଉଁଠି ସିସିଟିଭି କାର୍ୟ୍ୟକ୍ଷମ ହେଉ ନାହିଁ ତାହାକୁ ମରାମତି କରାଯିବ । ପ୍ରଶ୍ନପତ୍ର ପହଞ୍ଚିବା କ୍ଷଣି ତାହାକୁ କ୍ୟାମେରା ମାଧ୍ୟମରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଯେଉଁ ଶିକ୍ଷାନୁଷ୍ଠାନ ଗୁଡ଼ିକ ଧାର୍ୟ୍ୟ ସମୟ ମଧ୍ୟରେ ଏ ଦିଗରେ ପଦକ୍ଷେପ ନ ନେବେ ସେମାନଙ୍କ ପରୀକ୍ଷା କେନ୍ଦ୍ର ବାତିଲ କରାଯିବ । ଭିତ୍ତିଭୂମି ନଥିଲେ ସ୍କୁଲରେ ପରୀକ୍ଷା କେନ୍ଦ୍ର ହେବ ନାହିଁ । ଏଥିସହ କାର୍ୟ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe