କନକ ବ୍ୟୁରୋ: ରାତି ପାହିଲେ ଦେଶ ପାଳିବ ୭୬ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଆଜି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ନିଜ ସମ୍ବୋଧନରେ କହିଛନ୍ତି । ବିଗତ ୭୫ ବର୍ଷ ଭିତରେ ଭାରତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି । ଅନେକ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଆମେ ଜାଣିନୁ । ଏହାକୁ ଗୁରୁତ୍ବ ଦେଇ ଏଥର ବିର୍ସା ମୁଣ୍ଡାଙ୍କ ୧୫୦ତମ ପୂର୍ତ୍ତି ପାଳିଛୁ । ମହିଳାଙ୍କୁ ସମାନତା ନେଇ ସରକାର ଅଗ୍ରାଧିକାର ଦେଉଛନ୍ତି । ବିଗତ ୭୫ ବର୍ଷ ଭିତରେ ମହିଳାଙ୍କ ଅନେକ ଯୋଗଦାନ ରହିଛି । ଭାରତ ଏବେ ବିଶ୍ବରେ ନିଜର ସ୍ବତନ୍ତ୍ର ସ୍ଥାନ ଆଡ଼କୁ ବଢ଼ୁଛି । ଏହି ପବିତ୍ର କ୍ଷଣକୁ ସାଖି ରହିବା ଅବସରେ ଭାରତବାସୀଙ୍କୁ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ।
ରାତି ପାହିଲେ ୭୬ତମ ସାଧାରଣତନ୍ତ୍ର ଦିବସ: ପରେଡ ପାଇଁ ପ୍ରସ୍ତୁତ ଶେଷ, ଦିଲ୍ଲୀ ପାଲଟିଛି ଅଭେଦ୍ୟ ଗଡ଼
ରାତି ପାହିଲେ ଦେଶ ପାଳିବ ୭୬ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଆଜି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ନିଜ ସମ୍ବୋଧନରେ କହିଛନ୍ତି ।
/kanak/media/media_files/2025/01/25/fVgWaqBO4ci01oYmDNsq.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)