୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଝାରସୁଗୁଡ଼ାରେ ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ପୂର୍ବରୁ ବ୍ରହ୍ମପୁର ଆସିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା ।

Narendra Modi

Photograph: (Kanak News)

କନକ ବ୍ୟୁରୋ : ପୁଣି ଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨୭ରେ ଝାରସୁଗୁଡ଼ା ଆସିବେ ମୋଦୀ । ଝାରସୁଗୁଡ଼ାରେ ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ପୂର୍ବରୁ ବ୍ରହ୍ମପୁର ଆସିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା । ବ୍ରହ୍ମପୁରରେ ବର୍ଷା ଆଲର୍ଟ ଥିବାରୁ କାର୍ଯ୍ୟକ୍ରମ ବଦଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe