ଦଶହରାରେ ଗଡ଼ିନପାରେ ଘରୋଇ ବସ୍; କାଲି ସଂଧ୍ୟା ୭ଟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘର ବନ୍ଦ ଡାକରା

Advertisment

ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି ।

ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି ।

Private Bus

କନକ ବ୍ୟୁରୋ : ଦଶହରା ବେଳେ ଗଡ଼ିନପାରେ ଘରୋଇ ବସ୍ ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି କାଲି ସଂଧ୍ୟା ୭ଟାରୁ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି

ପୁଣି ଥରେ ଲକ୍ଷ୍ମୀ ବସକୁ ରାଜ୍ୟ ସରକାର ବ୍ଲକ ଠାରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚଳାଚଳ ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି ଏହାକୁ ବିରୋଧ କରିଛି ଘରୋଇ ବସ୍ ମାଲିକ ସଂଘ ଏହା ଦ୍ୱାରା ସରକାର କ୍ଷତି ସହିବେ ବୋଲି ଘରୋଇ ବସ୍ ମାଲିକ ସଂଘ କହିଛି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe