ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା

Advertisment

ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଶ୍ରୀମନ୍ଦିରରେ ଧାଡି ଦର୍ଶନ ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଶ୍ରୀମନ୍ଦିରରେ ଧାଡି ଦର୍ଶନ ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ୋୈିୈ

କନକ ବ୍ୟୁରୋ: ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଶ୍ରୀମନ୍ଦିରରେ ଧାଡି ଦର୍ଶନ ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ନାଟମଣ୍ଡପ ଭିତରେ କିପରି ଭକ୍ତମାନେ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜୀୟୁଙ୍କୁ ଦର୍ଶନ କରିବେ ସେନେଇ ୬ ଥାକିଆ ବ୍ୟାରିଗେଡ଼ କରାଯାଇଛି । ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି କାର୍ୟ୍ୟ ସମ୍ପୂର୍ଣ୍ଣ କରାଯିବ । ରତ୍ନଭଣ୍ଡାର ମରାମତି ସମ୍ପୂର୍ଣ୍ଣ ହେବା ମାତ୍ରେ ପରଵର୍ତ୍ତୀ ସପ୍ତାହ ଠାରୁ ଗଣତିମଣତି କରାଯିବା ବୋଲି କହିଛନ୍ତି ଆଇନମନ୍ତ୍ରୀ ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe