ଆଜି ଶ୍ରୀମନ୍ଦିରରେ ହେବ ରାହୁରେଖା ଲାଗି ନୀତି : ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Kalia

Kalia Photograph: (KanakNews)

କନକ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ରାହୁରେଖାଲାଗି ନୀତି କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe