ବ୍ରଜକିଶୋର ଦାସଙ୍କ ଘରେ ଦ୍ବିତୀୟ ଦିନରେ ରେଡ ଜାରି; ଆୟକର ଫାଙ୍କିବା ଅଭିଯୋଗରେ ଚାଲିଛି ଚଢାଉ

Advertisment

ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍ । ଦ୍ବିତୀୟ ଦିନରେ ଜାରି ରହିଛି ଚଢ଼ାଉ । ସିଟି ଷ୍ଟେସନ ନିକଟସ୍ଥ ଭଡା ଘରେ ଏହି ରେଡ କରାଯାଉଛି । ଆୟକର ଫାଙ୍କିବା ଅଭିଯୋଗରେ ଏହି ରେଡ କରାଯାଉଛି ।

ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍ । ଦ୍ବିତୀୟ ଦିନରେ ଜାରି ରହିଛି ଚଢ଼ାଉ । ସିଟି ଷ୍ଟେସନ ନିକଟସ୍ଥ ଭଡା ଘରେ ଏହି ରେଡ କରାଯାଉଛି । ଆୟକର ଫାଙ୍କିବା ଅଭିଯୋଗରେ ଏହି ରେଡ କରାଯାଉଛି ।

18cfb

Photograph: (kanaknews)

କନକ ବ୍ୟୁରୋ : ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍ । ଦ୍ବିତୀୟ ଦିନରେ ଜାରି ରହିଛି ଚଢ଼ାଉ । ସିଟି ଷ୍ଟେସନ ନିକଟସ୍ଥ ଭଡା ଘରେ ଏହି ରେଡ କରାଯାଉଛି । ଆୟକର ଫାଙ୍କିବା ଅଭିଯୋଗରେ ଏହି ରେଡ କରାଯାଉଛି । ୧୦ଟି ଇନୋଭା ଗାଡିରେ ବାହାରୁ ଟିମ୍ ଆସି ରେଡ କରାଯାଉଥିବା ସୂଚନା ମିଳିଛି । ତେବେ ରେଡ ସମ୍ପର୍କରେ କେହି ମୁହଁ ଖୋଲିନଥିବା ଜଣାପଡିଛି ।

ବହୁତ ପୂର୍ବରୁ  ବ୍ରଜ ଆୟକର ଟ୍ୟାକ୍ସ ଦେଉନଥିଲେ ,୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଥିଲା । ଏହା ଦ୍ବିତୀୟ ବାର ରେଡ୍ ହେଉଛି । ତେଣୁ ବ୍ରଜଙ୍କ ଉପରେ କିଛି ବଡ ଧରଣର ଅଭିଯୋଗ ରହିଥିବା ଅନୁମାନ କରାଯାଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe