ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟର ପ୍ରଭାବ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Advertisment

ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

rain

କନକ ବ୍ୟୁରୋ : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରବଳ ବର୍ଷା। ଆଜି ପାଇଁ ୮ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାସହ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe