ଲିଫ୍ଟ ଦେବା ବାହାନରେ ଦୁଇ ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

ପ୍ରସବ ବେଦନା ଯୋଗୁଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ମେଡିକାଲରେ ନବଜାତ ଶିଶୁର ମୃତ୍ୟୁ ହୋଇଛି । ଘଟଣା ଜଣାପଡ଼ିବା ପରେ ଅଭିଯୁକ୍ତଙ୍କୁ ବାନ୍ଧିଛି ମୁଦିଲୁପଡା ପୁଲିସ । ସେପଟ ଓର୍କେଲ ଥାନାରୁ ମଧ୍ୟ ସମାନ ଅଭିଯୋଗ ଆସିଛି। ଛାତ୍ରୀଙ୍କ ସହ ଦୁଷ୍କର୍ମ ଅଭିଯୋଗ ନେଇ ଥାନାରେ ମାମଲା ହୋଇଛି । 

57

କନକ ବ୍ୟୁରୋ : ମାଲକାନଗିରିରେ ୨ ସ୍କୁଲ ଛାତ୍ରୀଙ୍କ ସହ ଦୁଷ୍କର୍ମ ଅଭିଯୋଗ । ମୁଦୁଲିପଡା ଥାନା ସ୍କୁଲ ଛାତ୍ରୀଙ୍କ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି । ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ପରେ ଗର୍ଭବତୀ ହୋଇଥିଲେ ପୀଡ଼ିତା । ପ୍ରସବ ବେଦନା ଯୋଗୁଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମେଡିକାଲରେ ନବଜାତ ଶିଶୁର ମୃତ୍ୟୁ ହୋଇଛି। ଘଟଣା ଜଣାପଡ଼ିବା ପରେ ଅଭିଯୁକ୍ତଙ୍କୁ ବାନ୍ଧିଛି ମୁଦିଲୁପଡା ପୁଲିସ । ସେପଟ ଓର୍କେଲ ଥାନାରୁ ମଧ୍ୟ ସମାନ ଅଭିଯୋଗ ଆସିଛି। ଛାତ୍ରୀଙ୍କ ସହ ଦୁଷ୍କର୍ମ ଅଭିଯୋଗ ନେଇ ଥାନାରେ ମାମଲା ହୋଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe