କନକ ବ୍ୟୁରୋ: ବୁଲେଟିନ ଆରମ୍ଭ କରିବା ଏକ ବଡ ଖବରରୁ ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣା । ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ ରହିଛି । ଚାବି ହଜିବା ଘଟଣାର ତଦନ୍ତ କରୁଥିଲେ ଜଷ୍ଟିସ ରଘୁବିର ଦାସ କମିଶନ । ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଇ ସାରିଛନ୍ତି କମିଶନ । ଚାବି କାହିଁକି ହଜିଲା ଓ କେମିତି ହଜିଥିଲା ଏନେଇ ରାଜ୍ୟବାସୀ ଜାଣିବା ଦରକାର ବୋଲି ଆବେଦନରେ ଦର୍ଶାଇଥିଲେ ଆବେଦନକାରୀ । ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ କରାଯିବ ।
ରତ୍ନଭଣ୍ଡାର ଚାବି ହଜିବା ଘଟଣା ସାର୍ବଜନୀନ ହେବନି : ସତ୍ୟପାଠରେ ସ୍ପଷ୍ଟ କଲେ ରାଜ୍ୟ ସରକାର
ବୁଲେଟିନ ଆରମ୍ଭ କରିବା ଏକ ବଡ ଖବରରୁ ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣା । ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ ରହିଛି ।
/kanak/media/media_files/2025/03/05/YJMCSunKy0sK3FBEtTiI.jpg)