କନକ ବ୍ୟୁରୋ : RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମେଡିକାଲରେ ଭର୍ତ୍ତି । ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ତାଙ୍କୁ ଚେନ୍ନାଇର ଆପୋଲୋ ହସପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା RBI ପକ୍ଷରୁ କୁହାଯାଇଛି । ଆଉ ଦୁଇ ତିନି ଘଣ୍ଟା ପରେ ସେ ଡିସଚାର୍ଜ ହୋଇପାରନ୍ତି ।
RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମେଡିକାଲରେ ଭର୍ତ୍ତି ।
RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମେଡିକାଲରେ ଭର୍ତ୍ତି । ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ତାଙ୍କୁ ଚେନ୍ନାଇର ଆପୋଲୋ ହସପିଟାଲରେ ଭର୍ତ୍ତି କରାଯାଇଛି ।
/kanak/media/media_files/2024/11/26/7pWAEBlYxL58HTh17v19.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)