କନକ ବ୍ୟୁରୋ: ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା । ସହରରେ ମୁତୟନ ହେବେ ୧୦ ପ୍ଲାଟୁନ ଫୋର୍ସ । ହନୁମାନ ମନ୍ଦିର ଥିବା ସ୍ଥାନରେ ଅଧିକ ଫୋର୍ସ ଜଗିବେ ।
ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ ଡିସିପିଙ୍କ ଅନୁରୋଧ । ମଦ୍ୟପାନ କରି ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/04/12/cNqfnrcC3IgPuWrgBoJw.jpg)