ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା,  ସହରରେ ମୁତୟନ ହେବେ ୧୦ ପ୍ଲାଟୁନ ଫୋର୍ସ

Advertisment

ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା । ମଦ୍ୟପାନ କରି ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ ।

ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା । ମଦ୍ୟପାନ କରି ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ ।

ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା

ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା Photograph: (google)

କନକ ବ୍ୟୁରୋ:  ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା । ସହରରେ ମୁତୟନ ହେବେ ୧୦ ପ୍ଲାଟୁନ ଫୋର୍ସ । ହନୁମାନ ମନ୍ଦିର ଥିବା ସ୍ଥାନରେ  ଅଧିକ  ଫୋର୍ସ  ଜଗିବେ ।

ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ ଡିସିପିଙ୍କ ଅନୁରୋଧ । ମଦ୍ୟପାନ କରି ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe