କନକ ବ୍ୟୁରୋ : ଆରଜି କର ମେଡିକାଲ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କଲେ ପଶ୍ଚିମବଙ୍ଗ ସିଆଲଦା କୋର୍ଟ । ମେଡ଼ିକାଲ କଲେଜ ଭିତରେ ଟ୍ରେନି ଡ଼ାକ୍ତରଙ୍କୁ ଦୁଷ୍କର୍ମ ଓ ପରେ ହତ୍ୟା କରିଥିଲା ଅଭିଯୁକ୍ତ ସଞ୍ଜୟ ରାୟ। ଯିଏକି ସେହି କଲେଜର ସିକ୍ୟୁରିଟି ଭାବେ କାର୍ଯ୍ୟରତ ଥିଲା ।
ଏପରିକି ସେ ପୋଲିସ ମିତ୍ର ଭାବେ ଦିଲ୍ଲୀ ପୋଲିସକୁ ସାହାଯ୍ୟ କରୁଥିଲା। ଘଟଣା ସାମ୍ନାକୁ ଆସିବା ପରେ ଯଦିଓ ଅଭିଯୁକ୍ତକୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା କିନ୍ତୁ ପ୍ରତିବାଦ ଜୋରଦାର ହେଉଥିଲା । ସାରା ଦେଶରେ ଆନ୍ଦୋଳନ ହୋଇଥିଲା ତୀବ୍ର। ଡାକ୍ତର ମାନେ ଧର୍ମଘଟକୁ ଓହ୍ଲାଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/01/18/kUiDm3Rl531B7GJwHkZO.jpg)