କନକ ବ୍ୟୁରୋ : ଭିକେ ପାଣ୍ଡିଆନଙ୍କ ପ୍ରଚାର ପାଇଁ ୧୫ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି । ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ଲଗାଇବା ପାଇଁ ହୋଇଛି ଖର୍ଚ୍ଚ । ରାଜ୍ୟ ରାଜକୋଷରୁ ୧୫ କୋଟି ୨୬ଲକ୍ଷ ୯୧ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ସେହିପରି ପ୍ରଚାର ପାଇଁ ୫ ବର୍ଷରେ ବିଜେଡି ଉଠାଇଛି ୪୫୨ କୋଟି ୯୬ ଲକ୍ଷ ଟଙ୍କା । ବିଜ୍ଞାପନରେ ନବୀନ ଓ ପାଣ୍ଡିଆନଙ୍କ ଫଟୋ ଲାଗିବା ପାଇଁ ରାଜ୍ୟ ରାଜକୋରୁ ଖର୍ଚ୍ଚ ହୋଇଛି ୧୫ କୋଟି ୨୬ ଲକ୍ଷ ୯୧ ହଜାର ୯୩୩ ଟଙ୍କା । ଗୃହରେ ପ୍ରଶାନ୍ତ ଜଗଦ୍ଦେବଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/FYJzZ6EcbCv9AjJYAy2z.jpg)