ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ହେଲେ ସରୋଜ ସାବତ

Advertisment

ଦୁଇଟି ପର୍ୟ୍ୟାୟରେ ଘୋଷଣା ହୋଇପାରେ ରାଜ୍ୟ ବିଜେପି ଜିଲ୍ଲା ସଭାପତିଙ୍କ ନାମ । ଆଜି ପ୍ରଥମ ଦିନରେ ଘୋଷଣା ହେବ ୨୩ ସାଂଗଠନିକ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାମ ।

ଦୁଇଟି ପର୍ୟ୍ୟାୟରେ ଘୋଷଣା ହୋଇପାରେ ରାଜ୍ୟ ବିଜେପି ଜିଲ୍ଲା ସଭାପତିଙ୍କ ନାମ । ଆଜି ପ୍ରଥମ ଦିନରେ ଘୋଷଣା ହେବ ୨୩ ସାଂଗଠନିକ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାମ ।

Saroj Sabat

Photograph: (KanakNews )

କନକ ବ୍ୟୁରୋ : ଘୋଷଣା ହେଲା ଗଞ୍ଜାମ ଜିଲ୍ଲା ବିଜେପି ସଭାପତି । ବିଭିନ୍ନ ଜିଲ୍ଲାରେ ଦଳୀୟ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଘୋଷଣା କରୁଛି ଦଳ । ଏଥିପାଇଁ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଛି ପାର୍ଟି । ସର୍ବ ସହମତିରେ ସଭାପତି ଘୋଷଣା କରିବା ପାଇଁ ଦିଆଯାଇଛି ନିର୍ଦ୍ଧେଶ । ତେବେ ସରୋଜ ସାବତଙ୍କୁ ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ଭାବେ ଚୟନ କରାଯାଇଛି ।

ଦୁଇଟି ପର୍ୟ୍ୟାୟରେ ଘୋଷଣା ହୋଇପାରେ ରାଜ୍ୟ ବିଜେପି ଜିଲ୍ଲା ସଭାପତିଙ୍କ ନାମ । ଆଜି ପ୍ରଥମ ଦିନରେ ଘୋଷଣା ହେବ ୨୩ ସାଂଗଠନିକ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାମ । ପ୍ରଥମ ପର୍ଯ୍ୟାୟରେ ୨୩ ଟି ସାଂଗଠାନିକ ଜିଲ୍ଲାର ଜିଲ୍ଲା ସଭାପତି ନା ଘୋଷଣା ହେବା ପରେ ବାକି ୧୪ ଟି ଜିଲ୍ଲା ସଭାପତିଙ୍କ ନାଁ ଦ୍ଵିତୀୟ ପର୍ଯ୍ୟାୟରେ ଘୋଷଣା କରାଯିବ ବୋଲି ସୂଚନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe