ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ନିର୍ମମ ହତ୍ୟା : ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ନିର୍ମମ ହତ୍ୟା । ରାୟଗଡ଼ା ପଦ୍ମପୁର ଥାନା ଲିକିଟିପଦର ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ହତ୍ୟା

Murder v

Photograph: (KanakNews )

କନକ ବ୍ୟୁରୋ, ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ନିର୍ମମ ହତ୍ୟା । ରାୟଗଡ଼ା ପଦ୍ମପୁର ଥାନା ଲିକିଟିପଦର ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀ ଓ ଶ୍ୱଶୁରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସାରିଗାଡ଼ା ଗାଁରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ପଦ୍ମପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଦୁଇ ଜଣ ହେଲେ ସରପଞ୍ଚଙ୍କ ସ୍ୱାମୀ ଅଗାଧୁ ଗମାଙ୍ଗ ଓ ଶ୍ୱଶୁର ସେମେରା ଗମାଙ୍ଗ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe