କନକବ୍ୟୁରୋ : ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା । ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି ।
ବଦଳିଲା ସାବିତ୍ରୀ ଅମାବାସ୍ୟା ଛୁଟି : ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ସରକାରୀ ଛୁଟି
ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
/kanak/media/media_files/2025/05/23/Bblxrode6Zu4Uy7Thw0B.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)