ବଦଳିଲା ସାବିତ୍ରୀ ଅମାବାସ୍ୟା ଛୁଟି : ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ସରକାରୀ ଛୁଟି

Advertisment

ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Updated On

ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଅଦ୍ୟତନ ହୋଇଛି
SABITRI

Photograph: (kanaknews)

କନକବ୍ୟୁରୋ : ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ  ମଧ୍ୟ ଅନୁମୋଦନ ଦେଇଛନ୍ତି  ।  ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା  ।  ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି  । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe