ରାଜ୍ୟରେ କମିଲା ସ୍କୁଲ ଡ୍ରପ୍ ଆଉଟ୍ । ବିଧାନସଭାରେ କହିଲେ ମନ୍ତ୍ରୀ ।

Advertisment

ରାଜ୍ୟରେ କମିଲା ସ୍କୁଲ ଡ୍ରପ୍ ଆଉଟ୍ । ବିଧାନସଭାରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତାଙ୍କ ସୂଚନା ମୁତାବକ, ୨୦୨୦-୨୧ରେ  ୨୧ ଲକ୍ଷ ୯ହଜାର ୭୯୬ ଛାତ୍ରଛାତ୍ରୀ ଥିବା ବେଳେ, ୨୦୨୩ -୨୦୨୪ ରେ ୨୧ ଲକ୍ଷ ୧୦ ହଜାର ୪୯୩ ଛାତ୍ର ଛାତ୍ରୀ ରହିଥିଲେ । ପୂର୍ବାପେକ୍ଷା ଛାତ୍ର ଛାତ୍ରୀଙ୍କ ସଂଖ୍ୟା ବଢ଼ିଛି | ଡ୍ରପ ଆଉଟ କମାଇବାକୁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି

SCHOOL DROP OUT

SCHOOL DROP OUT Photograph: (KanakNews )

କନକ ବ୍ୟୁରୋ: ରାଜ୍ୟରେ କମିଲା ସ୍କୁଲ ଡ୍ରପ୍ ଆଉଟ୍ । ବିଧାନସଭାରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତାଙ୍କ ସୂଚନା ମୁତାବକ, ୨୦୨୦-୨୧ରେ  ୨୧ ଲକ୍ଷ ୯ହଜାର ୭୯୬ ଛାତ୍ରଛାତ୍ରୀ ଥିବା ବେଳେ, ୨୦୨୩ -୨୦୨୪ ରେ ୨୧ ଲକ୍ଷ ୧୦ ହଜାର ୪୯୩ ଛାତ୍ର ଛାତ୍ରୀ ରହିଥିଲେ । ପୂର୍ବାପେକ୍ଷା ଛାତ୍ର ଛାତ୍ରୀଙ୍କ ସଂଖ୍ୟା ବଢ଼ିଛି | ଡ୍ରପ ଆଉଟ କମାଇବାକୁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି । ଏହାସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, ୨୪ ଜିଲ୍ଲାରେ 5T ସ୍କୁଲ ରୂପାନ୍ତରଣ ପାଇଁ ୩୦୮୮ କୋଟି ଟଙ୍କା ଦିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ୭୮୧, ଦ୍ଵିତୀୟ ପର୍ଯ୍ୟାୟର ୨୨୬୮ ଓ ତୃତୀୟ ପର୍ଯ୍ୟାୟରେ ୨୦୬୫ ସ୍କୁଲ ପାଇଁ ଆର୍ଥକ ବ୍ୟବସ୍ଥା କରାଯାଇଥିଲା । ବର୍ତ୍ତମାନ୍ ୭୩୬ ସ୍କୁଲର କାମ ଚାଲିଛି ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe