କନକବ୍ୟୁରୋ : ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ ହେଲଥ କାର୍ଡ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର । ଡିଜିଟାଲ ହେଲଥ କାର୍ଡ ମାଧ୍ୟମରେ ଜାଣିହେବ ଛାତ୍ର ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା । ସ୍କୁଲ ଓ ଗଣଶିକ୍ଷା ବିଭାଗ ଏନେଇ ଯୋଜନା କରୁଥିବା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।
ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ ହେଲଥ କାର୍ଡ : ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର
ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ ହେଲଥ କାର୍ଡ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର । ଡିଜିଟାଲ ହେଲଥ କାର୍ଡ ମାଧ୍ୟମରେ ଜାଣିହେବ ଛାତ୍ର ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା
/kanak/media/media_files/2025/08/04/60-2025-08-04-18-28-18.jpg)