ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ ହେଲଥ କାର୍ଡ : ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର

Advertisment

ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ ହେଲଥ କାର୍ଡ ।  ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର । ଡିଜିଟାଲ ହେଲଥ କାର୍ଡ ମାଧ୍ୟମରେ ଜାଣିହେବ ଛାତ୍ର ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା

ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ ହେଲଥ କାର୍ଡ ।  ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର । ଡିଜିଟାଲ ହେଲଥ କାର୍ଡ ମାଧ୍ୟମରେ ଜାଣିହେବ ଛାତ୍ର ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା

60

Photograph: (KANAKNEWS)

କନକବ୍ୟୁରୋ : ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ ହେଲଥ କାର୍ଡ ।  ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର । ଡିଜିଟାଲ ହେଲଥ କାର୍ଡ ମାଧ୍ୟମରେ ଜାଣିହେବ ଛାତ୍ର ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ।  ସ୍କୁଲ ଓ ଗଣଶିକ୍ଷା ବିଭାଗ ଏନେଇ ଯୋଜନା କରୁଥିବା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe