କାଲିଠୁ ଝାରସୁଗୁଡ଼ାରେ ସ୍କୁଲ ଛୁଟି

Advertisment

ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ଯାଏଁ ଜଳିବ ପଶ୍ଚିମ ଓଡ଼ିଶା । ତେବେ ୨୪ ତାରିଖ ଯାଏଁ ଝାରସୁଗୁଡ଼ା ରହିବ ସବୁଠାରୁ ଉତ୍ତପ୍ତ ।

ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ଯାଏଁ ଜଳିବ ପଶ୍ଚିମ ଓଡ଼ିଶା । ତେବେ ୨୪ ତାରିଖ ଯାଏଁ ଝାରସୁଗୁଡ଼ା ରହିବ ସବୁଠାରୁ ଉତ୍ତପ୍ତ ।

School Closed

Photograph: (KANAK NEWS)

କନକ ବ୍ୟୁରୋ : ପାରଦ ବଢୁଛି ତାତି କଲବଲ କରୁଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି । କାଲିଠୁ ସ୍କୁଲ ଛୁଟି ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ । ୨୩ରୁ ୨୫ ତାରିଖ ଯାଏଁ ସ୍କୁଲ ଛୁଟି ରହିବା ନେଇ ନିର୍ଦ୍ଦେଶ ଦିଆଯାଇଛି ।

ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ଯାଏଁ ଜଳିବ ପଶ୍ଚିମ ଓଡ଼ିଶା । ତେବେ ୨୪ ତାରିଖ ଯାଏଁ ଝାରସୁଗୁଡ଼ା ରହିବ ସବୁଠାରୁ ଉତ୍ତପ୍ତ । ଏହାସହ ଆଜିପାଇଁ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି  ।  ୨୫ ଯାଏଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ପଶ୍ଚିମ ଓଡ଼ିଶାକୁ ମିଳିବ ନାହିଁ ନିସ୍ତାର  ।  ଉପକୂଳ ଓଡ଼ିଶାରେ ଗୁଳୁଗୁଳି କଲବଲ କରିବ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି  ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe