ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଅକାଳ ମୃତ୍ୟୁ ; କର୍କଟ ଚିକିତ୍ସା କ୍ଷେତ୍ରରେ ତାଙ୍କର ଥିଲା ଅତୁଳନୀୟ ଅବଦାନ

Advertisment

ଆଇଏଲଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଅକାଳ ମୃତ୍ୟୁ । ଘରୁ ମୃତଦେହ ଉଦ୍ଧାର ପରେ ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର । ସ୍ତନ କର୍କଟ ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କ ଉଲ୍ଲେଖନୀୟ ଅବଦାନ ।

Updated On

ଆଇଏଲଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଅକାଳ ମୃତ୍ୟୁ । ଘରୁ ମୃତଦେହ ଉଦ୍ଧାର ପରେ ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର । ସ୍ତନ କର୍କଟ ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କ ଉଲ୍ଲେଖନୀୟ ଅବଦାନ ।

ଅଦ୍ୟତନ ହୋଇଛି
SCIENTIST

କନକ ବ୍ୟୁରୋ: ଆଇଏଲଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତ୍ୟୁ। ଭୁବନେଶ୍ବର ସ୍ଥିତ ଘରେ ଥିବା ବେଳେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ମୃତଦେହ ଅଣାଯାଇଛି। ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କ ଉଲ୍ଲେଖନୀୟ ଭୂମିକା ରହିଛି। ତେବେ କିପରି ତାଙ୍କର ମୃତ୍ୟୁ ହେଲା ତାହା ସ୍ପଷ୍ଟ ହୋଇନାହିଁ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe