ବରଗଡ଼ରେ ସ୍କ୍ରବ ଟାଇଫସ ଆତଙ୍କ  ; ସପ୍ତାହେ ମଧ୍ୟରେ ୩ ମୃତ

Advertisment

ବରଗଡ଼ରେ ସ୍କ୍ରବ ଟାଇଫସ ଆତଙ୍କ । ସପ୍ତାହେ ମଧ୍ୟରେ ସ୍କ୍ରବ ଟାଇଫସରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଡାକ୍ତରଖାନାରେ ଆହୁରି ୪ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସୂଚନା  ରହିଛି ।

Scrub------

କନକ ବ୍ୟୁରୋ: ବରଗଡ଼ରେ ସ୍କ୍ରବ ଟାଇଫସ ଆତଙ୍କ । ସପ୍ତାହେ ମଧ୍ୟରେ ସ୍କ୍ରବ ଟାଇଫସରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଡାକ୍ତରଖାନାରେ ଆହୁରି ୪ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସୂଚନା  ରହିଛି ।

ଅନ୍ୟପଟେ ସେପ୍ଟେମ୍ବର ୧୦ ତାରିଖରେ ୨୦ ଜଣଙ୍କ ଟେଷ୍ଟ କରାଯାଇଥିବା ବେଳେ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା କହିଛନ୍ତି ସିଡିଏମଓ । ଏହାସହ ଘରୋଇ ହସ୍ପିଟାଲରେ ତିନି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱୀକାର କରିଛନ୍ତି । ସୋମବାର ଅମ୍ବାଭୋନା ବ୍ଲକ ବୁଙ୍ଗା ପାଲି ଗାଁର ୪୨ ବର୍ଷୀୟା ଚାଷୀ ସରୋଜ ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ବେଳେ ମଙ୍ଗଳବାର ପଦ୍ମପୁରର ୭୦ ବର୍ଷୀୟା ମହିଳା ସଖି ପ୍ରଧାନ ଏବଂ ବୁଧବାର ପଦ୍ମପୁରର ଜଣେ ୧୬ ବର୍ଷୀୟା ନାବାଳିକା ଶିଖା ରଣାଙ୍କ ମୃତ୍ୟୁ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe