କନକ ବ୍ୟୁରୋ: ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା । ହାୱଡା ନାଲପୁର ନିକଟରେ ସାଲିମାର ସୁପରଫାଷ୍ଟ ଟ୍ରେନ ଲାଇନଚ୍ୟୁତ ହୋଇଛି । ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନ ନମ୍ବର ହେଉଛି ୨୨୮୫୦ । ଆଜି ଭୋର ୫ଟା ୪୫ ମିନିଟରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ସୂଚନା ରହିଛି । ତେବେ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର ଓ ମରାମତି କାର୍ଯ୍ୟ କରୁଛି ରେଳ ବିଭାଗ।
ହାୱଡାରେ ଟ୍ରେନ୍ ଦୁର୍ଘଟଣା ; ଲାଇନଚ୍ୟୁତ ହେଲା ସାଲିମାର-ସିକନ୍ଦରାବାଦ ଏକ୍ସପ୍ରେସ୍
ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଲାଇନଚ୍ୟୁତ । ହାୱଡା ନାଲପୁର ଷ୍ଟେସନ ନିକଟରେ ଦୁର୍ଘଟଣା । ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ।
/kanak/media/media_files/2024/11/09/2MUr1H3lKWbNsyIRmUca.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)