ବାରିପଦାରେ  ସିରିଜ ଦୁର୍ଘଟଣା ।  ଦୁର୍ଘଟଣାରେ ୪ ମୃତ ୨ ଗୁରୁତର  ।

Advertisment

ବାରିପଦାରେ  ସିରିଜ ଦୁର୍ଘଟଣାରେ  । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ।  ଦୁର୍ଘଟଣା ଘଟାଇଛି ଲୁହା ବୋଝେଇ ଟ୍ରକ ।

ବାରିପଦାରେ  ସିରିଜ ଦୁର୍ଘଟଣାରେ  । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ।  ଦୁର୍ଘଟଣା ଘଟାଇଛି ଲୁହା ବୋଝେଇ ଟ୍ରକ ।

accident 22

କନକ ବ୍ୟୁରୋ; ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୋଟିଏ ଟ୍ରକ୍‌ ଦୁଇଟି ପୃଥକ୍‌ ସ୍ଥାନରେ ଦୁର୍ଘଟଣା ଘଟାଇବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ଆହତ ହୋଇଛନ୍ତି । ଆତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । 

ଆଜି ସକାଳେ ତିରିଂ ଥାନା ଅଞ୍ଚଳର ବଡଡାଳିମା ଛକରେ ୩ ଜଣ ପଥଚାରୀଙ୍କୁ  ଟ୍ରକ୍‌ ଟି ଦ୍ରୁତ ଗତିରେ ଆସି  ଧକ୍କା ଦେଇଥିଲା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଥିଲେ। ପୁଣି ୫ କିମି ଯିବା ପରେ ବହଳଦା ଥାନା ଅନ୍ତର୍ଗତ ବାଗବେଡାରେ ଏକ ଅଟୋକୁ ଧକ୍କା ଦେଇଥିଲା। ଫଳରେ ଅଟୋ ଡ୍ରାଇଭର ଏବଂ ଏକ ଦମ୍ପତିଙ୍କର ମୃତ୍ୟୁ ଘଟିଥିଲା।   

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe