କନକ ବ୍ୟୁରୋ : କଳା ଶିକ୍ଷକଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ। ଛାତ୍ରୀଙ୍କୁ ଅଶ୍ଳୀଳ ବ୍ୟବହାର କରିଛନ୍ତି ଶିକ୍ଷକ। କେନ୍ଦୁଝର ଆନନ୍ଦପୁର ଅଂଚଳର ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ କଳା ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏନେଇ ଆନନ୍ଦପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଛାତ୍ରୀ ଓ ପରିବାର ଲୋକଙ୍କଠାରୁ ସମସ୍ତ ଘଟଣାର ତଥ୍ୟ ସଂଗ୍ରହ କରିବା ପରେ ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ଶିକ୍ଷକ ଅନୁପସ୍ଥିତ ଥିବାରୁ ତାଙ୍କର କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ ।
ଶିକ୍ଷକଙ୍କ ବିରୋଧରେ ସଂଗୀନ ଅଭିଯୋଗ,ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ କଳା ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ
ଏନେଇ ଆନନ୍ଦପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଛାତ୍ରୀ ଓ ପରିବାର ଲୋକଙ୍କଠାରୁ ସମସ୍ତ ଘଟଣାର ତଥ୍ୟ ସଂଗ୍ରହ କରିବା ପରେ ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ଶିକ୍ଷକ ଅନୁପସ୍ଥିତ ଥିବାରୁ ତାଙ୍କର କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ ।
/kanak/media/media_files/2025/03/29/O5VmhQfnkBUhlcxR9pyO.jpg)