ଶିକ୍ଷକଙ୍କ ବିରୋଧରେ ସଂଗୀନ ଅଭିଯୋଗ,ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ କଳା ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ

ଏନେଇ ଆନନ୍ଦପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଛାତ୍ରୀ ଓ ପରିବାର ଲୋକଙ୍କଠାରୁ ସମସ୍ତ ଘଟଣାର ତଥ୍ୟ ସଂଗ୍ରହ କରିବା ପରେ ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ  ହେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ଶିକ୍ଷକ ଅନୁପସ୍ଥିତ ଥିବାରୁ ତାଙ୍କର କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ । 

69KZþ}þþ

କନକ ବ୍ୟୁରୋ : କଳା ଶିକ୍ଷକଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ। ଛାତ୍ରୀଙ୍କୁ ଅଶ୍ଳୀଳ ବ୍ୟବହାର କରିଛନ୍ତି ଶିକ୍ଷକ। କେନ୍ଦୁଝର ଆନନ୍ଦପୁର ଅଂଚଳର ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ କଳା ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏନେଇ ଆନନ୍ଦପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଛାତ୍ରୀ ଓ ପରିବାର ଲୋକଙ୍କଠାରୁ ସମସ୍ତ ଘଟଣାର ତଥ୍ୟ ସଂଗ୍ରହ କରିବା ପରେ ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ  ହେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ଶିକ୍ଷକ ଅନୁପସ୍ଥିତ ଥିବାରୁ ତାଙ୍କର କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe