କନକ ବ୍ୟୁରୋ : ଭୁମିକମ୍ପରେ ଥରିଲା ଆମେରିକାର କାଲିଫର୍ଣ୍ଣିଆ। ସ୍ଥାନୀୟ ସମୟ ୧୨ଟା ୪୦ ମିନିଟରେ ଭୁମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରେକର୍ଡ କରାଯାଇଛି । ଏହି ଶକ୍ତିଶାଳୀ ଭୂକମ୍ପର କେନ୍ଦ୍ରସ୍ଥଳ ଫର୍ନଡେଲଠାରୁ ପାଖାପାଖି ୧୦୦ କିଲୋମିଟର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ବୋଲି ଜଣାପଡ଼ିଛି । ସେସ୍ମୋଲୋ ବିଭାଗ ପକ୍ଷରୁ ସୋସିଆଲ ମିଡିଆରେ ଏନେଇ ସୂଚନା ଦିଆଯାଇଛି। ଭୂମିକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି ।
ଆମେରିକା କାର୍ଲିଫର୍ଣ୍ଣିଆରେ ଭୟଙ୍କର ଭୂକମ୍ପ , ୧୦ କିଲୋମିଟର ଅଞ୍ଚଳ ପ୍ରଭାବିତ,ସୁନାମୀ ଆର୍ଲଟ ଜାରି
ହି ଶକ୍ତିଶାଳୀ ଭୂକମ୍ପର କେନ୍ଦ୍ରସ୍ଥଳ ଫର୍ନଡେଲଠାରୁ ପାଖାପାଖି ୧୦୦ କିଲୋମିଟର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ବୋଲି ଜଣାପଡ଼ିଛି । ସେସ୍ମୋଲୋ ବିଭାଗ ପକ୍ଷରୁ ସୋସିଆଲ ମିଡିଆରେ ଏନେଇ ସୂଚନା ଦିଆଯାଇଛି। ଭୂମିକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି ।
/kanak/media/media_files/2024/12/06/ik0TWVTD0XRnUwZE8K5j.jpg)