କନକବ୍ୟୁରୋ : ଜଗତସିଂହପୁର କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି । ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି । କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି । ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି । ପୀଡ଼ିତା ଜଗତସିଂହପୁର ସଦର ମହକୁମା ମେଡିକାଲରେ ଭର୍ତ୍ତି ହୋଇଥିବାର ସୂଚନା ରହିଛି । ଏଣେ ଏହି ଘଟଣାର ତଦନ୍ତ କରୁଛି କୁଜଙ୍ଗ ଥାନା ପୁଲିସ । ପୀଡ଼ିତା ଜଗତସିଂହପୁର ସଦର ମହକୁମା ମେଡିକାଲରେ ଭର୍ତ୍ତି ହୋଇଥିବାର ସୂଚନା ରହିଛି। ଏଣେ ଏହି ଘଟଣାର ତଦନ୍ତ କରୁଛି କୁଜଙ୍ଗ ଥାନା ପୁଲିସ ।
ପୁଣି ଜଗତସିଂହପୁରରେ ଲଜ୍ଜା : ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ , ଗର୍ଭସ୍ଥ ଶିଶୁ ମୃତ
ଜଗତସିଂହପୁର କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି । ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି ।
/kanak/media/media_files/2025/07/28/1-2025-07-28-11-44-13.jpg)