ପୁଣି ଜଗତସିଂହପୁରରେ ଲଜ୍ଜା : ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ , ଗର୍ଭସ୍ଥ ଶିଶୁ ମୃତ

ଜଗତସିଂହପୁର କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି  । ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି ।

1

Photograph: (KANAKNEWS)

କନକବ୍ୟୁରୋ : ଜଗତସିଂହପୁର କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି  । ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି ।  କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି ।  ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି । ପୀଡ଼ିତା ଜଗତସିଂହପୁର ସଦର ମହକୁମା ମେଡିକାଲରେ ଭର୍ତ୍ତି ହୋଇଥିବାର ସୂଚନା ରହିଛି ।  ଏଣେ ଏହି ଘଟଣାର ତଦନ୍ତ କରୁଛି କୁଜଙ୍ଗ ଥାନା ପୁଲିସ । ପୀଡ଼ିତା ଜଗତସିଂହପୁର ସଦର ମହକୁମା ମେଡିକାଲରେ ଭର୍ତ୍ତି ହୋଇଥିବାର ସୂଚନା ରହିଛି। ଏଣେ ଏହି ଘଟଣାର ତଦନ୍ତ କରୁଛି କୁଜଙ୍ଗ ଥାନା ପୁଲିସ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe