ସୁନ୍ଦରଗଡ଼ରେ ଲଜ୍ଜା : ୫ ବର୍ଷୀୟ ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

Advertisment

୫ ବର୍ଷୀୟ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ। ନିକଟସ୍ଥ ଜଙ୍ଗଲକୁ ନେଇ ଗାଁର ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶିଶୁ କନ୍ୟାର ପରିବାର ଲୋକଙ୍କ ଅଭିଯୋଗ ପାଇ ମାମଲା ରୁଜୁ କରିଛି ହେମଗିରି ପୁଲିସ

୫ ବର୍ଷୀୟ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ। ନିକଟସ୍ଥ ଜଙ୍ଗଲକୁ ନେଇ ଗାଁର ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶିଶୁ କନ୍ୟାର ପରିବାର ଲୋକଙ୍କ ଅଭିଯୋଗ ପାଇ ମାମଲା ରୁଜୁ କରିଛି ହେମଗିରି ପୁଲିସ

rape

Photograph: (kanaknews)

କନକବ୍ୟୁରୋ : ୫ ବର୍ଷୀୟ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ। ନିକଟସ୍ଥ ଜଙ୍ଗଲକୁ ନେଇ ଗାଁର ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶିଶୁ କନ୍ୟାର ପରିବାର ଲୋକଙ୍କ ଅଭିଯୋଗ ପାଇ ମାମଲା ରୁଜୁ କରିଛି ହେମଗିରି ପୁଲିସ। ଦୁଷ୍କର୍ମକାରୀ ଯୁବକକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ହେମଗିରି ମେଡିକାଲରେ ଶିଶୁ କନ୍ୟାର ଚିକିତ୍ସା ଚାଲିଛି। ସେପଟେ ରାଜଧାନୀରୁ ଗୋଟିଏ ଦିନରେ ୩ଜଣ ନିଖୋଜ।

ଅଧିକ ପଢନ୍ତୁ... କର୍ଣ୍ଣାଟକରେ ୧୬ ବର୍ଷରୁ କମ ପିଲାଙ୍କୁ ସାମାଜିକ ଗଣମାଧ୍ୟମ ମନା

ଜଣେ ନାବାଳକ ଓ ଦୁଇ ଜଣ ନାବାଳିକା ନିଖୋଜ ହୋଇଛନ୍ତି। ନିଖୋଜଙ୍କ ଫଟୋ ସହ ପୋଷ୍ଟର ଜାରି କରିଛି ପୁଲିସ। ଏମାନଙ୍କୁ ନେଇ କିଛି ସୂଚନା ଦେଲେ ମିଳିବ ୫୦ ହଜାର ଟଙ୍କାର ପୁରସ୍କାର ରାଶି ।   ନିଖୋଜ ନାବାଳିକା ହେଉଛନ୍ତି ସାଲିଆସାହି ତାରିଣୀ ନଗରର ସୁମିତ୍ରା ଦେହୁରୀ, ସାଲିଆ ସାହି ହାତିଆସୁଣୀର ଶୁଭଶ୍ରୀ ନାୟକ ।   ସେପଟେ ଶେଷଥର ପାଇଁ ଧଉଳି ପାହାଡ଼ ଉପରେ ଦେଖିବାକୁ ମିଳିଥିଲା ୧୨ ବର୍ଷୀୟ ପ୍ରଦ୍ୟୁମ୍ନ ପ୍ରଧାନଙ୍କୁ। ୩ଜଣ ନାବାଳକ ଓ ନାବାଳିକା ନିଖୋଜ ହୋଇଥିବା ନେଇ ପୁଲିସ ଫଟୋ ଓ ପୋଷ୍ଟର ଜାରି କରିବା ସହ ସୋସିଆଲ ମିଡିଆର ପୋଷ୍ଟ କରିଛି। ଏବଂ ଏହାକୁ ଅଧିକରୁ ଅଧିକ ସେୟାର କରିବା ପାଇଁ କୁହାଯାଇଛି। 


--

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe