କଳାଧନ ପ୍ରସଙ୍ଗରେ ଆଜି କଟକରେ ଏସଆଇଟିର ଗୁରୁତ୍ବପୂର୍ଣ୍ଣ ବୈଠକ : ଅଧ୍ୟକ୍ଷତା କରିବେ ଜଷ୍ଟିସ୍ ଅରିଜିତ୍ ପଶାୟତ

ଏସ୍‌ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ଓଡ଼ିଶା ପୁଲିସ, ଭିଜିଲାନ୍ସ ବିଭାଗ, ଆୟକର ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ଅନ୍ୟ ତଦନ୍ତକାରୀ ଏଜେନ୍‌ସି ଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

SIT

SIT Photograph: (KanakNews)

କନକ ବ୍ୟୁରୋ : ଆଜି ଏସ୍ଆଇଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଏସ୍‌ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ଓଡ଼ିଶା ପୁଲିସ, ଭିଜିଲାନ୍ସ ବିଭାଗ, ଆୟକର ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ଅନ୍ୟ ତଦନ୍ତକାରୀ ଏଜେନ୍‌ସି ଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବେଆଇନ ଅର୍ଥ କାରବାର ଓ କଳାଧନ ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। ବିଭିନ୍ନ ବିଭାଗ ପକ୍ଷରୁ କଳାଧନ ପ୍ରସଙ୍ଗରେ କରାଯାଇଥିବା ତଦନ୍ତ ଓ ଅନୁସନ୍ଧାନର ସ୍ଥିତି ସଂପର୍କରେ ବୈଠକରେ ତଥ୍ୟ ଉପସ୍ଥାପନ କରାଯିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe