କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ । ରୁଟିନ ଚେକଅପ୍ ପାଇଁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ।

Advertisment

କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ । ରୁଟିନ ଚେକଅପ୍ ପାଇଁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି । ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିବା ସୂଚନା । ଆଜି ହୋଇପାରନ୍ତି ହସ୍ପିଟାଲରୁ ଡିସଚାର୍ଜ । 

କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ । ରୁଟିନ ଚେକଅପ୍ ପାଇଁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି । ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିବା ସୂଚନା । ଆଜି ହୋଇପାରନ୍ତି ହସ୍ପିଟାଲରୁ ଡିସଚାର୍ଜ । 

Sonia Gandhi-

କନକ ବ୍ୟୁରୋ: ହସ୍ପିଟାଲରେ ସୋନିଆ ଗାନ୍ଧୀ । ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ରାଜ୍ୟସଭା ସଦସ୍ୟ ସୋନିଆ ଗାନ୍ଧୀ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପାକସ୍ଥଳୀ ଜନୀତ ସମସ୍ୟା ପାଇଁ ସେ ଗତକାଲି ଠାରୁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତେବେ ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଥିବା ବେଳେ ହସ୍ପିଟାଲ ପକ୍ଷରୁ ଜଣାପଡ଼ିଛି । ଖୁବଶୀଘ୍ର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି । ପୂର୍ବରୁ ୨୦୨୩ ସେପ୍ଟେମ୍ବର ମାସରେ ଫୁସଫୁସ ସଂକ୍ରମଣ ଯୋଗୁଁ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । 
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe