ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି:ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

Advertisment

ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି। ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି ।

ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି। ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି ।

srijeu

କନକବ୍ୟୁରୋ: ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି । ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଚତୂର୍ଦ୍ଧାମୂର୍ତ୍ତି । କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ୟ୍ୟ, ଶ୍ରୀଭୁଜ, ଶ୍ରୀପୟର, ଘାଗଡା ମାଳି ଆଦିରେ ବିଭୁଷିତ ହୋଇଛନ୍ତି ।

ବିଜୟା ଦଶମୀ ତିଥିରେ ପ୍ରଭୁ ଶ୍ରୀରାମ ରାବଣକୁ ବଦ୍ଧ କରି ଅସତ୍ୟ ଉପରେ ସତ୍ୟର ବିଜୟ ଆଣିଥିଲେ ବେଶ ଅନୁଷ୍ଠିତ ହେଉଛି । ଆଜିର ଦିନରେ ଚତୂର୍ଦ୍ଧାମୂର୍ତ୍ତି ଙ୍କୁ ସୁନାବେଶରେ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ଲାଭ ହୁଏ ବୋଲି ବିଶ୍ବାସ ରହିଛି ।

ଆସନ୍ତା କାଲି ଏକାଦଶୀ ତିଥିରୁ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଓ କାର୍ତ୍ତିକ ନୀତି ଆରମ୍ଭ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe