କନକ ବ୍ୟୁରୋ: ପୁଣି ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଆସନ୍ତା ୩୧ ତାରିଖରେ ଏହି ପରୀକ୍ଷା ହେବାକୁ ଥିଲା । ହେଲେ ବର୍ତ୍ତମାନ ସମୟରେ ଏହି ପରୀକ୍ଷା ସ୍ଥଗିତ ରହିବା ନେଇ ସୂଚନା ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ । ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ ରହିଲା ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଏହାସହ ପରୀକ୍ଷା କେବେ ହେବ ସେନେଇ ମଧ୍ୟ ବୋର୍ଡ ପକ୍ଷରୁ ଶୀଘ୍ର ଜଣାଇ ଦିଆଯିବ ବୋଲି କୁହାଯାଇଛି ।
ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ
— Kanak News (@kanak_news) August 21, 2025
୩୧ ତାରିଖରେ ହେବାକୁ ଥିଲା ପରୀକ୍ଷା , ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା #OTET#kanaknews#BREAKINGpic.twitter.com/PT28lNMEsx
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/08/21/otet-exam-2025-08-21-16-27-20.jpg)