ଆସନ୍ତାକାଲି କାର୍ତ୍ତିକପୂର୍ଣ୍ଣିମା ; ସୁନାବେଶରେ ସଜ୍ଜିତ ହେବେ ଶ୍ରୀଜିଉ

ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା । ମହାପ୍ରଭୁଙ୍କ ସୁନାବେଶ । ତେଣୁ ଏବେଠୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ଼ ଜମିଲାଣି । ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ, ଶ୍ରୀ ମନ୍ଦିର ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି ।

61suna
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe