ମାର୍ଚ୍ଚ ଶେଷ ସୁଦ୍ଧା ଚୟନ ହେବେ ରାଜ୍ୟ ବିଜେପି ସଭାପତି : ଏ ନେଇ ସୂଚନା ଦେଇଛନ୍ତି ପ୍ରଭାରୀ ବିଜୟପାଲ ସିଂ ତୋମାର

Advertisment

ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । କହିଲେ ୩୧ ମାର୍ଚ୍ଚ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା

Updated On

ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । କହିଲେ ୩୧ ମାର୍ଚ୍ଚ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା

ଅଦ୍ୟତନ ହୋଇଛି
sabhapati

sabhapati Photograph: (kanakNews)

କନକବ୍ୟୁରୋ : ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । କହିଲେ ୩୧ ମାର୍ଚ୍ଚ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା  । ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ନିର୍ଦେଶ ଆସିନାହିଁ । ଏନେଇ ଶୀଘ୍ର ନିର୍ଣ୍ଣୟ ନେବେ ବିଜେପି ଜାତୀୟ ନେତୃତ୍ବ। ୧୫ ମାର୍ଚ୍ଚ ପୂର୍ବରୁ ରାଜ୍ୟ ସଭାପତି ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ କେନ୍ଦ୍ର ଏବଂ ଓଡିଶା ଦାୟିତ୍ୱରେ ଥିବା ସଞ୍ଜୟ ଜୟଶ୍ୱାଲଙ୍କ ସହ ଆମେ ଆଲୋଚନା କରାଯିବ ବୋଲି ପ୍ରଭାରୀ ବିଜୟ ପାଲ ସିଂ କହିଛନ୍ତି । ସେପଟେ ବିଭିନ୍ନ ବୋର୍ଡ ଏବଂ ନିଗମ ନିଯୁକ୍ତି ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ରାଜ୍ୟ ପ୍ରଭାରୀ  ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe