କନକବ୍ୟୁରୋ : ଆଜି ରାଜ୍ୟ କ୍ୟାବିନେଟ ବୈଠକ ୦୩ ଟି ବିଭାଗର ୦୪ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା l ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ମିଳିଛି ।
ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ମଞ୍ଜୁରୀ : ଇଲେକ୍ଟୋନୋକିକ୍ସ ଓ ଆଇଟି ବିଭାଗର ୨ଟି ପ୍ରସ୍ତାବ ପାରିତ
ଆଜି ରାଜ୍ୟ କ୍ୟାବିନେଟ ବୈଠକ ୦୩ ଟି ବିଭାଗର ୦୪ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା l
/kanak/media/media_files/2025/08/25/mohan-2025-08-25-21-02-51.jpg)