କନକ ବ୍ୟୁରୋ: ପୁରୀ ଶରଧାବାଲିରେ ଦଳାଚକଟା ଘଟଣାରେ ନୋଟିସ୍ କଲେ ରାଜ୍ୟ ମାନବାଧିକାର କମିସନ । ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ନୋଟିସ କରିଛନ୍ତି ରାଜ୍ୟ ମାନବାଧିକାର କମିସନ । ଆହତଙ୍କୁ ଆବଶ୍ୟକ ମୁତାବକ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଭବିଷ୍ୟତରେ ଯେପରି ଏଭଳି ଅଘଟଣ ନଘଟିବ, ତା ଉପରେ ଦୃଷ୍ଟି ଦେବାକୁ କହିଛନ୍ତି ରାଜ୍ୟ ମାନବାଧିକାର କମିସନ । ତିନି ରଥରେ ମହାପ୍ରଭୁଙ୍କୁ ଦର୍ଶନ କରିବା ବେଳେ ଶନିବାର ବିଳମ୍ବିତ ରାତିରେ ଦଳାଚକଟା ହୋଇଥିଲା । ଏଥିରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଥିଲା ।
ଶରଧାବାଲିରେ ଦଳାଚକଟା ଘଟଣା: ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ନୋଟିସ କଲେ ରାଜ୍ୟ ମାନବାଧିକାର କମିସନ
ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ନୋଟିସ କରିଛନ୍ତି ରାଜ୍ୟ ମାନବାଧିକାର କମିସନ । ଆହତଙ୍କୁ ଆବଶ୍ୟକ ମୁତାବକ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଭବିଷ୍ୟତରେ ଯେପରି ଏଭଳି ଅଘଟଣ ନଘଟିବ, ତା ଉପରେ ଦୃଷ୍ଟି ଦେବାକୁ କହିଛନ୍ତି ରାଜ୍ୟ ମାନବାଧିକାର କମିସନ ।
/kanak/media/media_files/2025/06/30/4ohrc-2025-06-30-17-19-58.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)