ଓୟୁଏଟିରେ ରାଜ୍ୟସ୍ତରୀୟ କୃଷକ ସମାବେଶ : ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲଙ୍ଗଳ ଧରି ହଳ କଲେ, ଚାଷୀ ଭଳି ବିହନ ବୁଣିଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୁଳ କରିଛନ୍ତି 

ଅଦ୍ୟତନ ହୋଇଛି
MOHAN MAJHI 4567

Photograph: (kanaknews)

କନକବ୍ୟୁରୋ : ଲଙ୍ଗଳ ଧରି ହଳ କଲେ, ଚାଷୀ ଭଳି ବିହନ ବୁଣିଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୁଳ କରିଛନ୍ତି  । ସରକାରଙ୍କ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ଆଜି ଖରିଫ ଚାଷ ପାଇଁ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିବେ ସରକାର ।  ୫୦ ଲକ୍ଷ ଉର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ।


 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe