ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର ; ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Advertisment

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତାଙ୍କ କହିବା ମୁତାବକ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି ।

subhadra

subhadra Photograph: (kanak news)

କନକ ବ୍ୟୁରୋ: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତାଙ୍କ କହିବା ମୁତାବକ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ । ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଷ୍ଟୋରି ଅପଡେଟ୍ ହେଉଛି...

ଆହୁରି ପଢ଼ନ୍ତୁ : ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି ; ୧ ଲକ୍ଷ ବିଦେଶୀଙ୍କ ଭିସା ରଦ୍ଦ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe