୨୪ରେ ଆସିବ ସୁଭଦ୍ରା ଟଙ୍କା ; ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି ତୃତୀୟ ପର୍ଯ୍ୟାୟ ଟଙ୍କା

ନଭେମ୍ବର ୨୪ରେ ଆସିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

29s

କନକ ବ୍ୟୁରୋ: ନଭେମ୍ବର ୨୪ରେ ଆସିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୁନ୍ଦରଗଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏହାର ଆରମ୍ଭ କରାଯିବ । କେନ୍ଦ୍ରମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି । ଏହି ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀ ମହିଳାଙ୍କୁ ଟଙ୍କା ମିଳିବ । ସେମାନଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଯିବ । କିିଛି ହିତାଧିକାରୀଙ୍କ ଡକ୍ୟୁମେଣ୍ଟରେ ସମସ୍ୟା ଥିବାରୁ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବା ବିଳମ୍ବ ହୋଇଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe