ସୁନ୍ଦରଗଡ଼ ଖଣି ଚୋରି ଘଟଣା, ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେପି ନେତ୍ରୀ କୁସୁମ ଟେଟେ

Advertisment

ସେପଟେ ତତ୍କାଳୀନ ହେମଗିରି ତହସିଲଦାର ଲାବଣେନ୍ଦୁ ମହାନ୍ତିଙ୍କୁ ନୋଟିସ୍ କରିଛନ୍ତି ଜିଲ୍ଲାପାଳ ।

ସେପଟେ ତତ୍କାଳୀନ ହେମଗିରି ତହସିଲଦାର ଲାବଣେନ୍ଦୁ ମହାନ୍ତିଙ୍କୁ ନୋଟିସ୍ କରିଛନ୍ତି ଜିଲ୍ଲାପାଳ ।

ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି Photograph: (kanakNews)

କନକ ବ୍ୟୁରୋ; ସୁନ୍ଦରଗଡ଼ ଖଣି ଚୋରି ମାମଲା । ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଅଭିଯୋଗ । ସୁନ୍ଦରଗଡ଼ର ପୂର୍ବତନ ବିଧାୟିକା ତଥା ବରିଷ୍ଠ ବିଜେପି ନେତ୍ରୀ କୁସୁମ ଟେଟେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ତଦନ୍ତ ପାଇଁ ଦାବି କରିଛନ୍ତି । 

ଏହି ଖଣି ଚୋରି ମାମଲାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି କୁସୁମ ଟେଟେ । ବର୍ଷ ବର୍ଷ ଧରି ସୁନ୍ଦରଗଡ଼ରେ କଳା ହୀରାର କଳା କାରବାର ଚାଲିଛି । ଏଥିରେ ବଡ଼ ବଡ଼ ମାଫିଆ, କିଛି ବରିଷ୍ଠ ରାଜନେତା ଓ ସରକାରୀ ବାବୁ ସାମିଲ ଥିବାରୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କୁସୁମ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe